ଓଡ଼ିଶା ଉତ୍କର୍ଷ ସମ୍ମାନ ୨୦୧୯ : ସମ୍ମାନିତ ହେବେ ୨୦ ପ୍ରତିଭା
ଭୁବନେଶ୍ବର: ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆୟୋଜିତ ହେଉଛି ଦ୍ବୀତିୟ ଓଡ଼ିଶା ଉତ୍କର୍ଷ ସମ୍ମାନ ସମାରୋହ। ଜଣାଶୁଣା ଗଣମାଧ୍ୟମ ଓ ପ୍ରକାଶନ ସଂସ୍ଥା ଓଡ଼ିଆ ମିଡିଆ ପକ୍ଷରୁ ଆୟୋଜିତ ଏହି ପ୍ରସିଦ୍ଧ ସମ୍ମାନ ସମାରୋହରେ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ପ୍ରସିଦ୍ଧ କବି ପଦ୍ମବିଭୂଷଣ…
