ନଦୀକୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ
ସାଲେପୁର() ନଦୀ ପୋଲରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ।ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାରକାର୍ୟ୍ୟ ଜାରି ରଖିଛନ୍ତି ।
ସୂଚନାଯୋଗ୍ୟ ଯେ, କଟକ ଜିଲ୍ଲା ନେମାଳ ଥାନା ବରପଡା ନଦୀ ପୋଲ ଉପରେ ସାଇକେଲ ରଖି ଛାତ୍ରୀ ଜଣଙ୍କ ଲୁଣା ନଦୀକୁ ଡେଇଁ ପଡ଼ିଛନ୍ତି । ଛାତ୍ରୀ ଜଣଙ୍କ…
