ଓଲଟିଲା ଅତିରିକ୍ତ ଏସ୍ପିଙ୍କ ଗାଡ଼ି: ୪ ଆହତ
ଗଞ୍ଜାମ ଜିଲା ଶାଳୁଆପଲି ଗାଁ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଅତିରିକ୍ତ ଏସ୍ପିଙ୍କ ଗାଡ଼ି ଏକ ଗଛରେ ପିଟି ହୋଇ ଓଲଟି ପଡିଛି। ଦୁର୍ଘଟଣାରେ ଅତିରିକ୍ତ ଏସ୍ପି ଏବଂ ତାଙ୍କ ସ୍ତ୍ରୀଙ୍କ ସହ ୪ଜଣ ଆହତ ହୋଇଥିବା ଜଣାପଡିଛି। ଚିକିତ୍ସା ପାଇଁ ସମସ୍ତଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର!-->…
