କେନ୍ଦ୍ରାପଡ଼ାରେ ବିଜୁଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ
ରାଜନଗର : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ତ୍ରିନାଥ ବଜାରସ୍ଥିତ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ କରାଯାଇଛି। ଦୁର୍ବୃତ୍ତମାନେ ପ୍ରତିମୂର୍ତ୍ତିରୁ ମୁଣ୍ଡ କାଟି ନେଇଛନ୍ତି।
ଏହା ଜଣାପଡ଼ିବା ପରେ ଜନସାଧାରଣରେ…
