ଆଜି ଆପଣଙ୍କ ରାଶି କଣ କହୁଛି, ଆସନ୍ତୁ ଜାଣିବା
ମେଷ
ଚନ୍ଦ୍ର ଓ ଶୁକ୍ର ଦଶମ କେନ୍ଦ୍ରରେ ଅବସ୍ଥାନ କରି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରିନେବେ। ନିଜର ସମ୍ପର୍କୀୟମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ…
