ବର୍ତ୍ତମାନ ସୁଦ୍ଧା ୭୨୦୮ କୋଟି ଟଙ୍କା ଚାଷୀଙ୍କୁ ଦିଆଯାଇଛି: ଯୋଗାଣ ମନ୍ତ୍ରୀ
ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଧାନ କିଣା ଠିକ ଭାବେ ଚାଲିଛି। କଟନି ଛଟନି ବି ହେଉନି। କାଁ ଭାଁ କେଉଁଠି ଯଦି କିଛି ସମସ୍ୟା ହେଉଛି ତାକୁ ସମାଧାନ କରାଯାଉଛି। ବର୍ତ୍ତମାନ ସୁଦ୍ଧା ଆମର ୭୨୦୮ କୋଟି ଟଙ୍କା ଚାଷୀ ଙ୍କୁ!-->…
