ବାଣୀବିହାର ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର() ଆସନ୍ତା ଡିସେମ୍ବର ୮ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲିର ସ୍ୱତନ୍ତ୍ର ଉତ୍ସବରେ ଯୋଗଦେବେ । ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି।
ଉତ୍କଳ ବିଶ୍ଵବିଦ୍ୟାଳୟକୁ ୭୫ ବର୍ଷ ପୁରିଛି। ଏହି ଅବସରରେ ପ୍ଲାଟିନମ୍…
