ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା: ମୁଖ୍ୟ ସାକ୍ଷୀଙ୍କ ସାର୍ଟ ରଙ୍ଗ ବଦଳିଗଲା
ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା ପୁଣିଥରେ ଚର୍ଚ୍ଚାର ପରିସରକୁ ଆସିଛି। ତଦନ୍ତରେ ରହିଥିବା ବିଭିନ୍ନ ଛିଦ୍ର ସବୁ ଗୋଟିଏ ପରେ ଗୋଟିଏ ପଦାକୁ ଆସିବାରେ ଲାଗିଛି। କ୍ରାଇମ୍ବ୍ରାଞ୍ଚ କାହିଁକି ସ୍ବର୍ଗତ ଦାସଙ୍କ ଗୁଳିବିଦ୍ଧ ସାର୍ଟ ଓ ରକ୍ତଲଗା ତଉଲିଆକୁ ଜବତ କଲାନାହିଁ, ସେ ନେଇ ପ୍ରଶ୍ନ!-->…
