ବଲାଙ୍ଗୀର ପାଟଣାଗଡ଼ରେ ଜାଳିଦେଲେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି
ପ୍ରବାଦ ପୁରୁଷଙ୍କୁ ଅସମ୍ମାନ । ବଲାଙ୍ଗୀର ପାଟଣାଗଡ଼ ପର୍ଶୁରାମ ଛକରେ ହୁତ୍ ହୁତ୍ ହୋଇ ଜଳିଗଲା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି । ପ୍ରତିମୂର୍ତ୍ତି ସ୍ଥାପନ ନେଇ ବିବାଦ ଥିବା ବେଳେ ଏବେ କେହି ଦୁର୍ବୃତ୍ତ ଏଥିରେ ନିଆଁ ଲଗାଇ ପ୍ରତିମୂର୍ତ୍ତିକୁ ଜାଳି ଦେଇଛି । !-->…
