ବୁଲବୁଲ ପ୍ରଭାବରେ ୪ ଜିଲ୍ଲାରେ ବର୍ଷା ସହ ଅଧିକ ରହିବ ପବନର ବେଗ
ଭୁବନେଶ୍ୱର ()ସୁନ୍ଦରବନରେ ଲ୍ୟାଣ୍ଡଫଲ୍ କରିବ ‘ବୁଲ୍ବୁଲ୍’। ପାଣିପାଗ ବିଭାଗର ଆକଳନ ଅନୁସାରେ ପଶ୍ଚିମବଙ୍ଗ-ବାଂଲାଦେଶ ମଝିରେ ‘ବୁଲ୍ବୁଲ୍’ ଅତିକ୍ରମ କରିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ତେବେ ସନ୍ଧ୍ୟା ବେଳକୁ ବର୍ଷା ଓ ପବନର ବେଗ ବଢ଼ିବ ।
IMD ଡିଜି…
