‘ମାୟାବିନୀ ମୌସୁମୀ’ରେ ନାରୀର କଥା
ନାରୀ ହେଉଛି ପ୍ରକୃତି ସ୍ବରୂପା। ନାରୀ ହିଁ ଏ ପୁରୁଷ ପ୍ରାଧାନ୍ୟ ସମାଜର ଏକ ପ୍ରଧାନ ଉତ୍ସ। ନାରୀ ହସିଲେ ସମାଜ ହସେ। ନାରୀ କାନ୍ଦିଲେ ସମାଜ କାନ୍ଦେ। ଯେତେବେଳେ ନାରୀ ଆଖିରୁ ଲୁହ ଝରେ, ଯେତେବେଳେ ତା’ ନାକପୁଡ଼ାରୁ ତତଲା ନିଃଶ୍ୱାସ ବାହାରେ ସେତେବେଳେ ପୁରୁଷ ପ୍ରାଧାନ୍ୟ ସମାଜ ଧ୍ୱଂସ…
