୬ଟି ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା
ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଓ ୬ ତାରିଖରେ ରାଜ୍ୟର ୬ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାରେ ସ୍ବଳ୍ପରୁ…
