Odia News Portal

ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତ ଘଟିଲା; ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଯୋଜନା

ପୂରଣ ହେଲା ବିଜେପିର ଡ୍ରିମ୍ ପ୍ରୋଜେକ୍ଟ । ଆଜିଠାରୁ ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା । ମଞ୍ଚରେ ଉପସ୍ଥିତ

ରାଜ୍ୟ ସରକାରଙ୍କୁ ପାଣି ଚିନ୍ତା : ଆହୁରି ୨୧ ହଜାର ୩୦୦ ନଳକୂପ ଖୋଳିବାକୁ ସରକାରଙ୍କ ଅନୁମୋଦନ

ରାଜ୍ୟରେ ବଢିଛି ଜଳ ସଙ୍କଟ । ଏଥିପାଇଁ ପୂର୍ବ ସରକାରକୁ ଦାୟୀ କରିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ । ମନ୍ତ୍ରୀ କହିଛନ୍ତି, ୨୪ ବର୍ଷର ସରକାର ପାଣିକୁ ଗୁରୁତ୍ବ ଦେଉନଥିଲେ । ରାଜ୍ୟରେ ୫ଲକ୍ଷ ୨୦ ହଜାର ନଳକୂପ ଥିଲା  । ୨୧ ହଜାର ୩ଶହ ନଳକୂପ ଖୋଳିବାକୁ

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ  ଜେପି ନଡ୍ଡା । ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ ଜେପି ନଡ୍ଡା । କଟକରେ ଆୟୋଜିତ କାଯ୍ୟକ୍ରମରେ ସାମିଲ ହେବେ । କଟକ ବାଲିଯାତ୍ରା ତଳପଡିଆରେ କାଯ୍ୟକ୍ରମ ହେବ । ସୂଚନା ଥାଇ କି , ୭୦ ବର୍ଷରୁ କମ ବ୍ୟକ୍ତି ବିଶେଷଙ୍କୁ ଆୟୁଷ୍ମାନ

‘ସାମ୍ନାକୁ ଆସି ସବୁ କ୍ଲିୟର କରନ୍ତୁ ପାଣ୍ଡିଆନ୍’ : ପ୍ରଫୁଲ୍ଲ ମଲ୍ଲିକ

ବିଜେଡିରେ କିଛି ଠିକ୍ ଚାଲିନି । ଦଳ ଭାଗ ଭାଗ ହୋଇ ଯାଇଛି । ୱାକଫ୍ ବିଲ୍ ଭୋଟିଂ ପରେ ଏହି ଚର୍ଚ୍ଚା ତେଜିଥିବା ବେଳେ ଆଉ ଟିକିଏ ଖୋରାକ୍ ଯୋଗାଇଛି ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକଙ୍କ ମନ୍ତବ୍ୟ । ବିସ୍ଫୋରକ ବୟାନ ଦେଇ ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି, ନବୀନ ନୁହେଁ ପାଣ୍ଡିଆନ

୧୮ ଅଧିକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ରାଜ୍ୟରେ ଦୁର୍ନୀତିଗ୍ରସ୍ଥ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବେ ସରକାର। ଶତାଧିକ ପାର୍ଟ ପ୍ଲଟ୍ ବା ସବ୍‌ ପ୍ଲଟ୍ ପଞ୍ଜୀକୃତ କରାଇଥିବା ଅଧିକାରୀଙ୍କ ଉପରେ ଆକ୍ସନ ନେବା ଲାଗି ସରକାର ପ୍ରସ୍ତୁତି କରୁଛନ୍ତି। ବେଆଇନ୍ ଭାବେ ପଞ୍ଜୀକୃତ କରାଇଥିବାରୁ ବିଭାଗୀୟ କାର୍ଯ୍ୟାନୁଷ୍ଠାନ

ପାଖାପାଖି ସାଢେ ୩ କୋଟି ଓଡ଼ିଶାବାସୀଙ୍କୁ ମାଗଣା ସ୍ୱାସ୍ଥ୍ୟସେବା

କଥା ଦେଇଥିଲୁ। କଥା ରଖିଲୁ। ସାରା ରାଜ୍ୟବାସୀ ଆଜି ଖୁସି। ବିଶେଷ ଭାବରେ କାମଧନ୍ଦା ଅନ୍ୱେଷଣରେ ପେଟପାଟଣା ପାଇଁ ବିଭିନ୍ନ ରାଜ୍ୟରେ ପ୍ରବାସୀ ଶ୍ରମିକ ଭାବେ କାମ କରୁଥିବା ଲକ୍ଷ ଲକ୍ଷ ଭାଇଭଉଣୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ମୁହଁରେ ହସ ଓ ହୃଦୟରେ ଆନନ୍ଦ ଭରିଯାଇଛି। ଆଜିଠାରୁ

ଓଡ଼ିଶା ପାଳୁଛି ଛେନାପୋଡ଼ ଦିବସ

ଛେନାପୋଡ଼ର ସାଂସ୍କୃତିକ ଓ ଐତିହାସିକ ମହତ୍ତ୍ୱକୁ ଉଜାଗର କରେ। ଏହା ଓଡ଼ିଶାର ପରିଚୟ ସହିତ ଜଡ଼ିତ ଏକ ମିଠା ଯାହା ରାଜ୍ୟ ତଥା ରାଜ୍ୟ ବାହାରେ ମଧ୍ୟ ଲୋକପ୍ରିୟ। ଛେନାପୋଡ଼ ଦିବସ ପ୍ରତିବର୍ଷ ଏପ୍ରିଲ ୧୧ ତାରିଖରେ ପାଳନ କରାଯାଏ, ଯାହା ଏହି ଖାଦ୍ୟର ଉତ୍ପତ୍ତି ଓ ଗୁରୁତ୍ୱକୁ ସ୍ମରଣ କରାଇଥାଏ।

ଆଜିଠୁ ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା

ଶୁକ୍ରବାର ଠାରୁ ରାଜ୍ୟରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ଲାଗୁ ହେବ। କଟକର ବାଲିଯାତ୍ରା ପଡ଼ିଆରେ ଏନେଇ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିବାବେଳେ ଏଥିରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଯୋଗଦେଇ ଏହି ଯୋଜନାର ଶୁଭାରମ୍ଭ କରିବେ।

ଶୁକ୍ରବାର ଓଡ଼ିଶା ଆସିବେ ଜେପି ନଡ୍ଡା, ଆୟୁଷ୍ମାନ ଭାରତ ଯୋଜନାରେ କରିବେ ଶୁଭାରମ୍ଭ

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା । ଶୁକ୍ରବାର ଦିନ ୧ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ସେଠାରୁ ସିଧା କଟକ ବାଲିଯାତ୍ରା ପଡିଆ ଯିବେ । ସେଠାରେ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ କରିବେ । କଟକକୁ ଛାଡ଼ି ଆଉ ୧୨ଟି