ତେଜପତ୍ର ଚା’ ପିଅନ୍ତୁ ଏସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଆନ୍ତୁ
ବେଳେବେଳେ ଥଣ୍ଡା ସର୍ଦ୍ଦି ଭଳି ଛୋଟ ଛୋଟ ରୋଗରେ ପଡିଲ ଆମ ରୋଷେଇ ଘରେ ଥିବା କିଛି ଜିନିଷ ବ୍ୟବହାର କରି ଆମେ ରୋଗମୁକ୍ତ ହୋଇଥାଉ। ବିଶେଷ କରି ରୋଷେଇରେ ବ୍ୟବହୃତ କିଛି ମସଲାରେ ରହିଥିବା ଔଷଧୀୟ ଗୁଣ ଆମକୁ ସୁସ୍ଥ ରଖିବାକୁ ବେଶ୍ ସହାୟକ ହୋଇଥାଏ। ସେଥିମଧ୍ୟରୁ ଗୋଟିଏ ହେଲା ତେଜପତ୍ର। ଏଥିରେ…
