ପୁରୀ ଜିଲ୍ଲା ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ
ପୁରୀ : ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ବଳୱନ୍ତ ସିଂଙ୍କ ଅଧକ୍ଷତା ରେ ଅନୁଷ୍ଠିତ ହୋଇଛି। ଖରିଫ ଋତୁ ପାଇଁ ଚଳିତ ବର୍ଷ ୭୨ ହଜାର ୫୮ ମେଟ୍ରିକ ଟନ୍ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଧାନସଂଗ୍ରହ ନିମନ୍ତେ ୧୮୪ ଟି ପ୍ରାଥମିକ କୃଷି ସମବାୟ ସମିତି ପଞ୍ଜିକରଣ…
