୪୫୨ଟି କେନ୍ଦ୍ରରେ ଆରମ୍ଭ ହେଲା ଓଟିଇଟି ପରୀକ୍ଷା-୨୦୨୫
ରାଜ୍ୟବ୍ୟାପୀ ଆଜି ଓଡ଼ିଶା ଟିଚର ଇଲିଜିବିଟି ଟେଷ୍ଟ-୨୦୨୫ ଆରମ୍ଭ ହୋଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ସାମିଲ ହୋଇଥିବା ସୂଚନା ମିଳିଛି। ପରୀକ୍ଷାରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି।…
