ସମସ୍ତ ପୁସ୍ତିକାକୁ ନଷ୍ଟ କର: ଗଣଶିକ୍ଷା ବିଭାଗ
ଭୁବନେଶ୍ୱର() ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ଦର୍ଶାଯିବା ଘଟଣାକୁ ନେଇ ଶନିବାର ବିଧାନସଭାରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିବୃତି ଦେଇଥିଲେ। ଏହାପରେ ଏବେ ସମସ୍ତ ପୁସ୍ତିକାକୁ ନଷ୍ଟ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସମସ୍ତ…
