Odia News Portal

ପ୍ରବାସୀ ଭାରତୀୟ ଦିବସ: ଧନ୍ୟବାଦ

ପ୍ରବାସୀ ଭାରତୀୟ ଦିବସ ସମାରୋହରେ ଯୋଗଦେଇ ଏହାର ଗରିମା ବଢାଇଛନ୍ତି ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଉତ୍ସବର ଅନ୍ତିମ ଦିବସରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ସମ୍ମନନୀୟା ଦ୍ରୌପଦୀ ମୁର୍ମୁ। ତିନିଦିନିଆ ଉତ୍ସବରେ ସାମିଲ୍ ହୋଇଥିଲେ ଅନେକ କେନ୍ଦ୍ରମନ୍ତ୍ରୀଙ୍କ ସମେତ ହଜାର ହଜାର

 ଖଣ୍ଡଗିରି ବୈକୁଣ୍ଠ ଆଶ୍ରମ ପାଇଁ ବଢ଼ିଲା ଅଡ଼ୁଆ, ଖୁବଶୀଘ୍ର ଆଶ୍ରମରେ ଚାଲିପାରେ ବୁଲଡୋଜର

ଭୁବନେଶ୍ୱର ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ପାଇଁ ଅଡୁଆ ବଢିଲା । ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ । ଖୁବଶୀଘ୍ର ଆଶ୍ରମରେ ଚାଲିପାରେ ବୁଲଡୋଜର । ଆଶ୍ରମର ଜବରଦଖଲ ଉଛେଦ ଉପରେ ଥିବା ଅଙ୍କୁଶକୁ ହଟାଇ ଦେଇଛନ୍ତି ହାଇକୋର୍ଟ । ସୂଚନା ଅନୁସାରେ ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ଉପରେ

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ PBD ପ୍ରଦର୍ଶନୀ, ୧୨ ତାରିଖ ସନ୍ଧ୍ୟା ଯାଏଁ ରହିବ ଖୋଲା

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ । ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ । ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରଦର୍ଶନକୁ ପରିଦର୍ଶନ କରିପାରିବେ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଦର୍ଶନୀ ମଧ୍ୟରେ

ସାଧାରଣ ଲୋକ ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସର ଗ୍ୟାଲେରି: ପ୍ରଭାତୀ

ତିନି ଦିବସୀୟ ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମେଳନ ଆଜି ଶେଷ ହେବାକୁ ଯାଉଛି। ଗତ ୮ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହରେ ଦେଢ଼ଶହରୁ ଊର୍ଦ୍ଧ୍ବ ରାଷ୍ଟ୍ରରୁ ପ୍ରାୟ ୭୦୦୦ ପ୍ରବାସୀ ଭାରତୀୟମାନେ ଯୋଗ ଦେଇଥିଲେ। ସେହିପରି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ହରିବାବୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ ଗାରିମାମୟ ଉପସ୍ଥିତି

ପ୍ରାଣଘାତୀ ନୁହେଁ HMPV

ଦେଶର ଅନେକ ରାଜ୍ୟରେ ହ୍ୟୁମାନ ମେଟାପନ୍ୟୁମୋଭାଇରସ (HMPV) ମାମଲା ରିପୋର୍ଟ ହୋଇଛି। ସରକାର ମଧ୍ୟ ଏଥିପାଇଁ ପ୍ରସ୍ତୁତ ହୋଇସାରିଛନ୍ତି। ତଥାପି, ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ ଏ ବିଷୟରେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ଏହି ଭାଇରସ ସମ୍ପର୍କରେ ସରକାର ସମସ୍ତ ରାଜ୍ୟକୁ

ଅଡୁଆରେ ନବ ଦାସଙ୍କ ପୁଅ ବିଶାଲ

ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଛତିଶଗଡ ପୋଲିସ ଅଟକ ରଖିଛି। ବିଶାଲ ଦାସଙ୍କୁ ଛତିଶଗଡ଼ ସରେଇପାଲି ଥାନାରେ ଅଟକ ଘଟଣାକୁ ନେଇ ଆସିଲା ବଡ଼ ଅପଡେଟ୍‌ । ବିଶାଲ ଦାସ କାହିଁକି ଛତିଶଗଡ଼ ଯାଇଥିଲେ ତାକୁ ନେଇ ଉଠିଲା ପ୍ରଶ୍ନ। କିଛି ସରପଞ୍ଚ ଓ ସମିତି ସଭ୍ୟଙ୍କୁ ଧରି କାହିଁକି

‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’

ସୁଭଦ୍ରା ଯୋଜନାରେ ଆବେଦନ ବେଳେ ଭୁଲରେ ହେଉ କି ଅନ୍ୟ କେଉଁ କାରଣରୁ ହେଉ, OPT OUT ହୋଇଥିବା ହିତାଧିକାରୀମାନଙ୍କ ପାଇଁ ନୂଆ ବ୍ୟବସ୍ଥା। OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ତେଲେଙ୍ଗାନାରେ ଟ୍ରକ୍‌କୁ ପିଟିଲା ବସ୍‌, ୪ ଓଡ଼ିଆ ମୃତ

ତେଲେଙ୍ଗାନାର ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ପଛରେ ଏକ ବସ୍‌ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି। କଳାହାଣ୍ଡି ସିନାପାଲିରୁ ୩୨ ଜଣ

ଆଇଟି ହବ୍ ହେବ ଓଡ଼ିଶା: ଅଶ୍ବିନୀ

ଆସନ୍ତା ୨ରୁ ୩ ବର୍ଷ ଭିତରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତି (ଆଇଟି)ର ଏକ ପ୍ରମୁଖ ପେଣ୍ଠସ୍ଥଳୀରେ ପରିଣତ କରାଯିବ। ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ୍ ଲର୍ଣ୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି ୨.୦ରେ ରାଜ୍ୟର ଯୁବବର୍ଗଙ୍କୁ କୁଶଳୀ କରିବା ପାଇଁ ଲକ୍ଷ୍ୟ ରହିଛି। ପ୍ରଧାନମନ୍ତ୍ରୀ