ଆଜି ଆପଣଙ୍କ ରାଶି କଣ କହୁଛି, ଆସନ୍ତୁ ଜାଣିବା
ମେଷ
ଆଜି ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ଖୁସି ହେବେ। ମଧ୍ୟାହ୍ନରେ ଘର ଅପେକ୍ଷା ବାହାର ଲୋକମାନଙ୍କ ସକାଶେ ବିଶେଷ ସମୟ ଦେଇପାରନ୍ତି। କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବା ବଦଳରେ ଆକସ୍ମିକ ସମସ୍ୟା ହେତୁ ହଠାତ୍ ଅଟକି ରହିଯିବାର ଆଶଙ୍କା ରହିଛି। ଗୃହକୁ ଧାତୁ , ଅଳଙ୍କାରାଦି…
