ବାୟୁ ପ୍ରଦୂଷଣ ଢେଙ୍କାନାଳବାସୀଙ୍କ ହାରାହାରି ପରମାୟୁ କମାଇ ଦେଉଛି କି ?
ଢେଙ୍କାନାଳ : ଚିକାଗୋ ବିଶ୍ୱବିଦ୍ୟାଳୟର ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା AQLI ତଥ୍ୟ ଅନୁସାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସୁସ୍ଥ ବାୟୁ ମାନକ ପାଳନ କରାଯାଇ ପାରିଲେ ଢେଙ୍କାନାଳର ଅଧିବାସୀ ମାନଙ୍କ ହାରାହାରି ପରମାୟୁ ଦୁଇ ବର୍ଷ ନଅ ମାସ ବୃଦ୍ଧି କରାଯାଇ ପାରନ୍ତା। ପ୍ରଦୂଷଣ ରୋକିବା…
