ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ବିମାନବନ୍ଦରରେ ମହାମହିମ ପହଞ୍ଚିଛନ୍ତି । ବିମାନବନ୍ଦରରେ ମହାମହିମଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ଏହାପରେ ସିଧା ରାଜଭବନ ଯିବେ ରାଷ୍ଟ୍ରପତି । ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସିଛନ୍ତି!-->…
