ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ: ଏହା ଜୀବନର ଅଭୁଲା ସ୍ମୃତି ହୋଇ ରହିବ
ପ୍ରଥମେ ଓଡ଼ିଆ, ହିନ୍ଦୀ ଏବଂ ଇଂରାଜୀରେ ନିଜର ଅଭିଭାଷଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରବାସୀଙ୍କୁ ସମ୍ବୋଧନ କରି କହିଛନ୍ତି, ଆପଣମାନଙ୍କ ଉପସ୍ଥିତି ଭୁବନେଶ୍ଵର ପାଇଁ ଆଣିଛି ଖୁସିର ଲହରୀ । ଏହି ସମୟ ଆପଣମାନଙ୍କ ସ୍ମୃତିରେ ରହିବ । ଏହି କାର୍ଯ୍ୟକ୍ରମ ଆୟୋଜନ ଓଡ଼ିଶା ପାଇଁ ଗର୍ବର ବିଷୟ ।!-->…
