ବରିଷ୍ଠ ନେତାଙ୍କ ସହ ଆଲୋଚନା କଲେ, ଗଣମାଧ୍ୟମରେ ବକ୍ତବ୍ୟ ନ ରଖିବାକୁ ଅନୁରୋଧ କଲେ ନବୀନ
ନବୀନ ପଟ୍ଟନାୟକଙ୍କୁ ଭେଟିବାକୁ କେତେକ ବରିଷ୍ଠ ନେତା ନବୀନ ନିବସରେ ପହଞ୍ଚି ଆଲୋଚନା କରିଥିବା ଜଣାଯାଇଛି। ପ୍ରାୟ ଦେଢ ଘଣ୍ଟା ଧରି ଦଳୀୟ ନେତାଙ୍କ ସହିତ ଆଲୋଚନା କରିଛନ୍ତି ନବୀନ। ଦଳରେ ଶୃଙ୍ଖଳା ବଜାୟ ରଖିବାକୁ ନେତାମାନଙ୍କୁ ନବୀନ ପଟ୍ଟନାୟକ ପରାମର୍ଶ ଦେଇଥିବା ଜଣାଯାଇଛି।ଏପରିକି!-->…
