ଡିସେମ୍ବର ୩୧ରୁ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା
ବରଗଡ : ଡିସେମ୍ବର ୩୧ରୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା । ଡିସେମ୍ବର ୩୧ରୁ ଜାନୁଆରୀ ୧୦ ପର୍ଯ୍ୟନ୍ତ ଚାଲିବ ୭୧ତମ ଧନୁଯାତ୍ରା ମହୋତ୍ସବ । ଧନୁଯାତ୍ରା କମିଟି ସଭାପତି ତଥା ବରଗଡ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ଦିନ ଧାର୍ଯ୍ୟ ହୋଇଛି । ଏଥର…
