ସାତ ମାସରେ ୨ ଲକ୍ଷ ୪୦ ହଜାର କୋଟିର ପୁଞ୍ଜିନିବେଶ ହୋଇଛି: ଶିଳ୍ପ ମନ୍ତ୍ରୀ
ଓଡ଼ିଶାରେ ବିଜେପି ସରକାର ଆସିବାର ସାତ ମାସରେ ୨ ଲକ୍ଷ ୪୦ ହଜାର କୋଟିର ପୁଞ୍ଜିନିବେଶ ହୋଇଛି ଏବଂ ଲକ୍ଷେ ୮୧ ହଜାର ନିଯୁକ୍ତି ସୃଷ୍ଟି ହୋଇଛି ବୋଲି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ କହିଛନ୍ତି। ଏହାଛଡ଼ା ନୂଆ ସରକାରରେ ୧୩୪ଟି ବଡ଼ ବଡ଼ ଶିଳ୍ପାନୁଷ୍ଠାନକୁ ଅନୁମତି ମିଳିଛି ବୋଲି ସେ!-->…
