ଆଜି ଆପଣଙ୍କ ରାଶି କଣ କହୁଛି, ଆସନ୍ତୁ ଜାଣିବା …
ମେଷ -
ଆନୁସଙ୍ଗିକ ଅଭାବ ଅସୁବିଧାକୁ ନେଇ ମାନସିକ ଅସ୍ଥିରତା ଭିତରେ ଆଜି ଦିନଟି କଟାଇବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ଘଟିପାରେ । ଭୁଲ୍ ବୁଝାମଣା ଜନିତ ବିନା କାରଣରେ ମଧ୍ୟ ଅଶାନ୍ତି,କଳହର ସୂତ୍ରପାତର ଆଶଙ୍କା ରହିଛି । ସାହିତ୍ୟ,କଳା,…
