ସୁସ୍ଥ ରହିବା ପାଇଁ ଘରେ ଲଗାନ୍ତୁ ଗଛ
ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଅନେକ ଲୋକ ଘର ଚାରିପଟେ ବିଭିନ୍ନ ପ୍ରକାର ଗଛ ଲଗାଇ ଥାଆନ୍ତି। ଏହା ଦ୍ୱାରା କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି ହୋଇ ନ ଥାଏ ବରଂ ଘରେ ରହୁଥିବା ଲୋକେ ସୁସ୍ଥ ରହି ଥାଆନ୍ତି ବୋଲି ନିକଟରେ ୟୁନିଭର୍ସିଟି ଅଫ୍ ଟେଲେସିରେ ହୋଇଥିବା ଗବେଷଣାରୁ ଜଣାପଡିଛି।…
