ଶରୀରର କେଉଁଠି କରିବେ ଟାଟୁ, ଜାଣନ୍ତୁ..
ଆଜିର ଏହି ଅଲଟ୍ରା ମଡର୍ନ ଦୁନିଆରେ ଟାଟୁର କ୍ରେଜ୍ ବି କିଛି କମ୍ ନୁହେଁ। କିଛି ଲୋକ ରେକର୍ଡ ନିଶାରେ ଶରୀରରେ ଟାଟୁ କରାଇଥାନ୍ତି ତ ଆଉ କିଛି ଲୋକ ଫ୍ୟାଶନେବଲ୍ ଲୁକ୍ ପାଇଁ ଏହାକୁ ଟ୍ରାଏ କରିଥାନ୍ତି। ତେବେ ଶରୀରର କେଉଁ କେଉଁ ସ୍ଥାନରେ ଟାଟୁ କଲେ ଏହା ଆକର୍ଷଣୀୟ ଲାଗେ,
ଆସନ୍ତୁ…
