ଅଲିମ୍ପିକ କୋଟା ହାସଲରୁ ବାଦ ପଡ଼ିଲେ ଦୂତୀ ଚାନ୍ଦ
ଦୋହା : ବିଶ୍ୱ ଦୌଡ଼କୁଦ ପ୍ରତିଯୋଗିତାରେ ସମସ୍ତଙ୍କୁ ନିରାଶ କରିଛନ୍ତି ଓଡ଼ିଶା ତଥା ଭାରତର ଷ୍ଟାର ଧାବିକା ଦୂତୀ ଚାନ୍ଦ। କାତାରର ଦୋହା ଠାରେ ଚାଲିଥିବା ବିଶ୍ୱ ଦୌଡ଼କୁଦର ୧୦୦ ମିଟର ମହିଳା ଟ୍ରାକ୍ ଇଭେଣ୍ଟରେ ଦୂତୀ ଭାଗ ନେଇଥିଲେ। ହେଲେ ସେ ୭ମ ସ୍ଥାନରେ ରହି ସେମି ଫାଇନାଲ ଦୌଡ଼ରୁ ବାଦ୍…
