ଟି-ଟ୍ୱେଣ୍ଟି ଓ ଦିନିକିଆ ସିରିଜ୍ ପାଇଁ ମହିଳା ଭାରତୀୟ ଦଳ ଘୋଷଣା
ନୂଆଦିଲ୍ଲୀ : ଆସନ୍ତା ଦକ୍ଷିଣ ଆଫ୍ରିକା ମହିଳା ଦଳ ବିପକ୍ଷ ଟି-ଟ୍ୱେଣ୍ଟି ଓ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ଟି ଟି-ଟ୍ୱେଣ୍ଟି ଓ ୩ଟି ଦିନିକିଆ ମ୍ୟାଚ୍ ଖେଳାଯିବ । ସେପ୍ଟେମ୍ବର ୨୪ ତାରିଖରୁ ଟି-ଟ୍ୱେଣ୍ଟି ସିରିଜ୍ ଆରମ୍ଭ ହେବ ।…
