ମାଛ ଆମ୍ବିଳ କେମିତି ହୁଏ ଜାଣନ୍ତୁ
ଆବଶ୍ୟକ ସାମଗ୍ରୀ: ମାଛ, ଲୁଣ, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ହେଙ୍ଗୁ, ସୋରିଷ, ଅଦା ଓ ରସୁଣ ଛେଚା, ପାନମହୁରୀ, ମେଥି, ଭୁର୍ସୁଙ୍ଗ ପତ୍ର, ଶୁଖିଲା ଲଙ୍କା, ଜିରା, ତେନ୍ତୁଳି ରସ, ନଡ଼ିଆ କୋରା ଓ ଗୁଡ଼।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ମାଛକୁ କାଟି ଭଲ ଭାବେ ଧୋଇ ସେଥିରେ ଲୁଣ ଓ ହଳଦୀଗୁଣ୍ଡ…
