ମନୁ-ସୌରଭଙ୍କୁ ସ୍ବର୍ଣ୍ଣ, ଭାରତର ଶ୍ରେଷ୍ଠ ପ୍ରଦର୍ଶନ
ଜେନିରୋ : ଏଠାରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ୍ରେ ଭାରତର ଷ୍ଟାର୍ ଶୁଟର୍ ମନୁ ଭାକର ଓ ସୌରଭ ଚୌଧୁରୀ ଯୋଡ଼ି ମିକ୍ସଡ୍ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିଭଳି ଏହି ଇଭେଣ୍ଟରେ ଅଂଶଗ୍ରହଣ କରିଥିବା ଅନ୍ୟତମ ଭାରତୀୟ ଯୋଡ଼ିଦାର ଯଶସ୍ବିନୀ ଦେଶଓ୍ବାଲ ଓ…
