Odia News Portal

ଓଡ଼ିଆ ପକ୍ଷ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ, ସଂସ୍କୃତି

ଓଡ଼ିଆ ପକ୍ଷ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ ‘ଓଡ଼ିଆ ପକ୍ଷ’ ଭାବେ ପାଳନ କରୁଛୁ। ଏହି ପକ୍ଷର ପ୍ରତ୍ୟେକ

କଟକ ଦୋଳମୁଣ୍ଡାଇ ଭିଆଇପି ସୋ ରୁମରେ ବଡ଼ ଧରଣର ଅଗ୍ନିକାଣ୍ଡ

କଟକ ଦୋଳମୁଣ୍ଡାଇ ଭିଆଇପି ସୋ ରୁମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟ ଯୋଗୁ ଘଟିଛି ଏହି ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା କୁହାଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଏକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରିଥିଲା। ଆଜି ସକାଳ ୧୦ଟା ସମୟରେ ଦୋକାନ

ପାଣିପାଗ ବିଭାଗର ସତର୍କ ସୂଚନା: ୫ ଦିନଯାଏଁ ହୋଇପାରେ ବର୍ଷା-ଘଡ଼ଘଡ଼ି

ରାଜ୍ୟରେ ଟାଇଁଟାଇଁ ଖରା ହେଉଥିବା ବେଳେ ଆସନ୍ତାକାଲି ଠାରୁ ପାଣିପାଗ ବଦଳିବ। ପାଣିପାଗ ବିଭାଗ ଆଗାମୀ ୫ ଦିନଯାଏ ବର୍ଷା ସମ୍ଭାବନାର ଆଲର୍ଟ ଦେଇଛି। ଆସନ୍ତା ୨ ଦିନ ଯାଏ ଖରା ସହିତ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା ରହିଛି। ୨୪ ଘଣ୍ଟା ପାଇଁ ମାଲକାନଗିରି,

ରାଜ୍ୟରେ ପୂର୍ବାପେକ୍ଷା ୪.୨ ପ୍ରତିଶତ ନାରୀ ନିର୍ଯାତନା କମିଛି: ବିଜେପି ବିଧାୟକ ଅମର ନାୟକ

ଆଇନଶୃଙ୍ଖଳାକୁ ନେଇ ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେପି ବିଧାୟକ ଅମର ନାୟକ। ସେ କହିଛନ୍ତି, ବିଗତ ଦିନର ଆଇନଶୃଙ୍ଖଳାକୁ ତର୍ଜମା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପ୍ରାଥମିକତା ହେଉଛି ଆଇନଶୃଙ୍ଖଳା। ରାଜ୍ୟରେ ପୂର୍ବ ଅପେକ୍ଷା ୪.୨ ପ୍ରତିଶତ ହାରରେ ନାରୀ ନିର୍ଯାତନା କମିଛି।

ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ପାଇଁ ବଢିଲା ଅଡୁଆ

ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ପାଇଁ ବଢିଲା ଅଡୁଆ । ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛି କଂଗ୍ରେସ । ତାଙ୍କୁ ତୁରନ୍ତ ବିଧାୟକ ତଥା ମନ୍ତ୍ରିମଣ୍ଡଳରୁ ବହିଷ୍କାର କରିବାକୁ ଦାବି କରିଛି ଦଳ । ଜାଲ ଜାତିଗତ ପ୍ରମାଣ ପତ୍ର ଓ ମିଥ୍ୟା ସତ୍ୟପାଠ ପାଇଁ

ଆଜି ସୁଭଦ୍ରା ଆବେଦନର ଶେଷ ତାରିଖ

ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ନାହାନ୍ତି କି? ତେବେ ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ୱପୂର୍ଣ୍ଣ। କାରଣ ନୂଆ ଆବେଦନକାରୀଙ୍କ ଲାଗି ସୋମବାର ଅର୍ଥାତ ୩୧ ମାର୍ଚ୍ଚ ହେଉଛି ଶେଷ ତାରିଖ। ଆଜି ମଧ୍ୟରେ ଆବେଦନ କଲେ ଏକାସାଙ୍ଗରେ ୩ ଟି କିସ୍ତିର ଟଙ୍କା ଆପଣ ପାଇପାରିବେ। ଅର୍ଥାତ

ସରିଆସୁଛି ବଜେଟ ଅଧିବେଶନ: ଆଲୋଚନାରେ ବିଜେଡି, ଭାଜପା; ବାହାରେ କଂଗ୍ରେସ

ଚଳିତ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅବଧି ଶେଷ ହେବାକୁ ଆଉ ୪ଟି କାର୍ଯ୍ୟ ଦିବସ ରହିଛି। ସେଥିମଧ୍ୟରେ ୨ଟି ଅଫିସିଆଲ ବିଜ୍‌ନେସ୍‌ ରହିଥିବାବେଳେ ଅନ୍ୟ ୨ଟି ପ୍ରାଇଭେଟ ମେମ୍ବର ବିଜ୍‌ନେସ୍‌ ରହିଛି। ଗୃହରେ ବିଜେଡି, ଭାଜପା ସଦସ୍ୟଙ୍କୁ ନେଇ ଗତ ତିନିଦିନ ଧରି ପ୍ରଶ୍ନକାଳ,

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଖସାପଡ଼ା ନୀତି, ଦୀର୍ଘ ସମୟ ଧରି ଚାଲିବ ମହାପ୍ରଭୁଙ୍କ ଗୁପ୍ତ ସେବା

 ୫ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ଖସାପଡା ଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ନୀତି ଆରମ୍ଭ ହେବ । ଗୁପ୍ତ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ।

ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆଜି ଭବାନୀପାଟଣାର କ୍ରିଷ୍ଣାନଗର ପଡ଼ିଆଠାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ,  ସାଂସଦ ମାଳବିକା ଦେବୀ ପ୍ରମୁଖ ମଧ୍ୟ ଉପସ୍ଥିତ ଅଛନ୍ତି।  ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦

ଏସସିବିରେ ମନୋଜ ଆହୁଜା ; ସାଙ୍ଗରେ ଅଛନ୍ତି ସ୍ବାସ୍ଥ୍ୟ ସଚିବ

କଟକ ବଡ଼ ଡାକ୍ତରଖାନାରେ ମୁଖ୍ୟ ଶାସନ ସଚିବ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏସସିବି ମେଡିକାଲ ପହଞ୍ଚିଛନ୍ତି । ତାଙ୍କ ସହ ଅଛନ୍ତି ସ୍ବାସ୍ଥ୍ୟ ସଚିଵ ଆଶ୍ବସ୍ଥି ଏସ୍ । କଟକ ଵଡ ମେଡିକାଲର ଭିତ୍ତିଭୂମି ସମୀକ୍ଷା କରୁଛନ୍ତି ମୁଖ୍ୟ ଶାସନ ସଚିବ । ଏଥିସହ ଵଡ ମେଡିକାଲ ସମ୍ପ୍ରସାରଣ କାମର