ମହାଷ୍ଟମୀରେ ଭାରତର ମହାବିଜୟ
ଆଜି ଦୁର୍ଗା ମହାଷ୍ଟମୀ ଚାଲିଛି। ଏହି ଅବସରରେ ଭାରତୀୟ କ୍ରିକେଟ୍ ଟିମର ବିଜୟ ହୋଇଛି । ବିଶାଖାପାଟଣାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଟେଷ୍ଟ ମ୍ୟାଚର ଆଜି ପଞ୍ଚମ ଦିନ ଥିବା ବେଳେ ଭାରତ ଅତିଥି ଦଳକୁ ୨୦୩ ରନ୍ରେ ହରାଇଛି। ଭାରତ ଦ୍ୱିତୀୟ ଇନିଂସ ଖେଳି ମୋଟ୍ ୩୯୫ ରନର ଟାର୍ଗେଟ ଦେଇଥିଲା…
