ଗଞ୍ଜାମରେ ଏନକାଉଣ୍ଟର …
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଜୟଶ୍ରୀ କେମିକାଲ ରାସ୍ତାରେ ପୁଲିସ୍ ଏନକାଉଣ୍ଟରେ ଅପରାଧୀ ସୁଶାନ୍ତ ବେହେରା ଓରଫ୍ କୋକୋ ଆହତ ହୋଇଛି। ତାର ବାମ ଗୋଡ଼ରେ ଗୁଳି ବାଜିଛି। ତାକୁ ବ୍ରହ୍ମପୁର ଏମ୍କେସିଜିରେ ଭର୍ତ୍ତି କରାଯାଇଛି। କୋକୋର ଘର ବ୍ରହ୍ମପୁରର ଗୋଷାଣୀନୂଆଗାଁ ଅଞ୍ଚଳରେ। ପୁଲିସ୍…
