Odia News Portal

ଶ୍ରୀମନ୍ଦିରରେ ସବୁ ଭକ୍ତଙ୍କୁ ମିଳିବ ମହାପ୍ରସାଦ

ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ। ଦର୍ଶନ ସରିବାପରେ ସାଙ୍ଗରେ ମହାପ୍ରସାଦ ନେଇ ଘରକୁ ଯାଇପାରିବେ ଭକ୍ତ। ଏ ବାବଦରେ ଆଲୋଚନା ଆରମ୍ଭ ହୋଇଛି। ଜୟଦେବ ଭବନରେ ଆଜି ଆୟୋଜିତ ଶ୍ରୀ ଜଗନ୍ନାଥ ସଂସ୍କୃତି ପରିଷଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି

ଅକ୍ଟୋବର ୯ରେ ଖାତାକୁ ଆସିବ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ “ସୁଭଦ୍ରା ଟଙ୍କା”

ଦଶହରାରେ ସୁଭଦ୍ରା ଭେଟି । ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କ ଘୋଷଣା, ଅକ୍ଟୋବର ୯ରେ ଖାତାକୁ ଆସିବ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ବାରିପଦାରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଅଧିକ ମହିଳା ଏହି ଯୋଜନାରୁ ଉପକୃତ ହୋଇଥିବା

କ୍ୟାବିନେଟ ବୈଠକରେ ୭ ପ୍ରସ୍ତାବକୁ ଅନୁମୋଦନ

ରାଜ୍ୟ କ୍ୟାବିନେଟରେ ୭ଟି ପ୍ରସ୍ତାବକୁ ଅନୁମୋଦନ । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଗୋପାଳନ, ଦୁଗ୍ଧ ଉତ୍ପାଦନକୁ ଗୁରୁତ୍ବ ଦିଆଯାଇଛି। ଗୋ ସମ୍ପଦ ବୀମା ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଥିବା ବେଳେ ଏଥିରେ ୮୫% ସରକାର ଦେବେ ଏବଂ ୧୫% ଚାଷୀ ଦେବେ । ସେହିପରି ଓମଫେଡକୁ ସଶକ୍ତ କରିବା

ନୀଳଗିରି ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା

ନୀଳଗିରି ବିଜ୍ଞପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ଭୋଟିଂରେ ପରାସ୍ତ ହୋଇଛନ୍ତି ବିଜେଡି ସମର୍ଥିତ ଅଧ୍ୟକ୍ଷା ଅମ୍ବିକା ଦାସ। ନୀଳଗିରି ଏନଏସି ମୋଟ ୧୩ଜଣ କାଉନସିଲର ଥିବା ବେଳେ ଏହି ଭୋଟିଂରେ ମୋଟ ୧୧ ଜଣ ଉପସ୍ଥିତ ରହିଥିବା ବେଳେ ଦୁଇଜଣ ଭୋଟିଂ ପକ୍ରିୟାରେ ନିଜକୁ

ଆଉ ୩ ଜଣଙ୍କ ହେବ ପଲିଗ୍ରାଫ ଟେଷ୍ଟ, ଅନୁମତି ଦେଲେ SDJM କୋର୍ଟ

ଭରତପୁର ଥାନା ମାମଲାରେ ନିଲମ୍ବିତ ଆଉ ୩ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ । ପଲିଗ୍ରାଫ୍ ଟେଷ୍ଟ ପାଇଁ ଅନୁମତି ଦେଲେ SDJM କୋର୍ଟ । ଜଣେ SIଙ୍କ ସହ ୨ ଏଏସ୍ଆଇଙ୍କ ପଲିଗ୍ରାଫ ଟେଷ୍ଟକୁ ଅନୁମତି ମିଳିଛି । ନିଲମ୍ବିତ ପୋଲିସ ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସଲିଳାମୟୀ ସାହୁ ଓ

କାମକୁ ଫେରିଆସନ୍ତୁ ନର୍ସିଂ ଅଫିସର

 ସରକାରଙ୍କ ଏସମା ସତ୍ତେ୍ୱ ୧୦ଦଫା ଦାବିରେ ଅଟଳ ନର୍ସିଂ କର୍ମଚାରୀ ସଂଘ। ଆଜିଠାରୁ ଓଟି, ଆଇସିୟୁ ଓ କାଜୁଆଲଟି ସେବା ବନ୍ଦ କରାଯାଇଥିବାରୁ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ସାରା ରାଜ୍ୟରେ ଆନ୍ଦୋଳନ ବନ୍ଦ କରି କାର୍ଯ୍ୟରେ ଯୋଗ ଦେବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ନିବେଦନ

କାହିଁକି ହାରିଲା ବିଜେଡି

ଚଳିତ ନିର୍ବାଚନରେ କାହିଁକି ହାରିଲା ବିଜେଡି । ଜଣଙ୍କ ପରେ ଜଣେ ନେତା ମୁହଁ ଖୋଲୁଛନ୍ତି । ପରାଜୟ ନେଇ ବଡ଼ ବୟାନ ରଖିଛନ୍ତି ପୂର୍ବତନ ବିଧାୟକ ମହୀଧର ରଣା । ସେ କହିଛନ୍ତି, ଆମ ନିଜ ନିଜ ଭିତରେ ଆକ୍ରୋଶ ମନୋଭାବ ରହିଲା । ନିର୍ବାଚନରେ ପଞ୍ଚାୟତ, ବ୍ଲକ ସଭାପତିଙ୍କୁ ସାଂଗଠନିକ ଦାୟିତ୍ୱ

ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ଆସାମ ମୁଖ୍ୟମନ୍ତ୍ରୀ

ଆଜି ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା।   ରାଜଭବନରେ ଉୟଙ୍କର ସାକ୍ଷାତ ଆଲୋଚନା ହୋଇଛି। ହିମନ୍ତ ବିଶ୍ବଶର୍ମା ବିମାନବନ୍ଦରରେ ପହଞ୍ଚିବା ବେଳେ ସେ ବ୍ୟକ୍ତିଗତ କାମରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିବାକୁ ଆସିଛନ୍ତି ବୋଲି

ଖୁବ ଶୀଘ୍ର ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି

‘ସୁଭଦ୍ରା’ ସହାୟତା କିସ୍ତି ଅପେକ୍ଷାରେ ଥିବା ମହିଳାଙ୍କ ପାଇଁ ବଡ଼ ଖବର । କେଉଁ ଦିନ ମିଳିବ ସୁଭଦ୍ରା ସହାୟତା ଆଜି ଆସିପାରେ ତାରିଖ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ତାରିଖ ଘୋଷଣା କରିପାରନ୍ତି । ସୂଚନା ଅନୁସାରେ ୧୭ ତାରିଖ ଦିନ ସୁଭଦ୍ରା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ