ପୁଣି ଲାଇନଚ୍ୟୁତ ହେଲା ଟ୍ରେନ
କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି।
କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।!-->!-->!-->…
