ସକାଳୁ ଖାଲି ପେଟରେ ପିଅନ୍ତୁ ପଇଡ଼ ପାଣି, ମିଳିବ ଅନେକ ଫାଇଦା
ଶରୀର ପାଇଁ ବେଶ୍ ଲାଭଦାୟକ ପଇଡ଼ ପାଣି। ସକାଳେ ଖାଲି ପେଟରେ ପଇଡ ପାଣି ପିଇଲେ ଅଧିକ ଫଳପ୍ରଦ ହୋଇଥାଏ। ପଇଡ଼ ପାଣିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ-ସି, ଏନ୍ଜାଇମ, ବି-କମ୍ପ୍ଲେକ୍ସ ସହିତ ଅନ୍ୟ ଜରୁରୀ ପୋଷକ ତତ୍ତ୍ୱ ରହିଥାଏ। କେବଳ ଖରାଦିନ ନୁହେଁ, ଯେ କୌଣସି ଋତୁରେ ଆପଣ ଏହାକୁ…
