ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି
ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସର୍ବନିମ୍ନ ମାସିକ ପାରିଶ୍ରମିକ ୩୦ ହଜାରରୁ ୪୫ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ!-->…
