ରାସ୍ତା ଖରାପ ଯୋଗୁଁ ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ
କଳାହାଣ୍ଡି : ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ ଫଳରେ ପ୍ରାୟ ଦେଢ କି.ମି. ଖଟିଆରେ ବୁହାହୋଇ ଆସିଲେ ରୋଗୀ । କଳାହାଣ୍ଡି ଜିଲ୍ଲାର ଚିର ଅବହେଳିତ ଲାଞ୍ଜିଗଡ ବ୍ଲକ୍ ଗୋବର୍ଦ୍ଧନପୁର ପଞ୍ଚାୟତ ଅଧିନସ୍ଥ ପଲସାପଡା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ପଲସାପଡା ଗାଁର ଗୋପାଳ…
