ଘରର ମୁଖ୍ୟ ଦ୍ୱାର କିପରି ହେବା ଉଚିତ୍, ଆସନ୍ତୁ ସେ ବିଷୟରେ ଜାଣିନେବା
ଭୁବନେଶ୍ୱର : ଘରର ମୁଖ୍ୟ ଦ୍ୱାର ଆପଣଙ୍କ ଜୀବନ ଉପରେ ଉଭୟ ସକାରାତ୍ମକ ଓ ନକାରାତ୍ମକ ପ୍ରଭାବ ପକାଇଥାଏ। ତେବେ ଏହା ସକାରାତ୍ମକ ନା ନକାରାତ୍ମକ ପ୍ରଭାବ ପକାଇବ, ତାହା ତାର ବାସ୍ତୁ ଉପରେ ନିର୍ଭର କରେ। ବାସ୍ତୁ ଅନୁଯାୟୀ ଏହା ଠିକ୍ ଦିଗରେ ଓ ଠିକ୍ ଭାବରେ ନିର୍ମିତ ହୋଇଥିଲେ ସକାରାତ୍ମକ…
