Odia News Portal

ଭୁବନେଶ୍ବରରେ ପହଞ୍ଚିଲେ ନଡ୍ଡା

ବନେଶ୍ବରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଭୁବନେଶ୍ବରରେ ପହଞ୍ଚିବା ପରେ ପାର୍ଟି କାର୍ଯ୍ୟାଳୟକୁ ଯାଉଛନ୍ତି ବିଜେପି

 ଉତ୍ତର ଓଡ଼ିଶାର ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ବି ପ୍ରବଳ ବର୍ଷିବ । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ସୁନ୍ଦରଗଡ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ସତର୍କତା ଜାରି ହୋଇଛି

ଆଜି ପୁରୀ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି

ପୁରୀ ଜିଲ୍ଲାରେ ଆଜି ବନ୍ଦ ରହିବ ସମସ୍ତ ସ୍କୁଲ୍‌। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆଜି ପୁରୀ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ଅତି ଭୀଷଣ

ଦିନିକିଆ ଓଡ଼ିଶା ଗସ୍ତରେ ନଡ୍ଡା

ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଭୁବନେଶ୍ବରରେ ଅବତରଣ କରିବା ପରେ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିବେ । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ । ଦଳର ସାଂସଦ, ବିଧାୟକ ଓ ରାଜ୍ୟ

ପୁଣି ଖାକିରେ ଲାଗିଲା କଳଙ୍କ

ପୁଣି ଖାକିରେ ଲାଗିଲା କଳଙ୍କ। ଥାନାବାବୁ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭରତପୁର ଆଦର୍ଶ ଥାନା ପରେ ରାଉରକେଲା ବଣ୍ଡମୁଣ୍ଡା ଥାନାରେ ମହିଳାଙ୍କୁ ଅସଦାଚରଣ। ଏଥର କୌଣସି ଅଭିଯୋଗ କରିବାକୁ ଆସିଥିବା ମହିଳାଙ୍କୁ ନୁହେଁ ଖୋଦ୍‌ ଥାନାରେ କାର୍ଯ୍ୟରତ ଜଣେ ମହିଳା ମହିଳା କର୍ମଚାରୀ ଅସଦାଚରଣର

ସ୍କୁଲ ଛାତ ଉପରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ

ସ୍କୁଲ ଛାତରେ ଚଢି ଧନୁ ତୀର ଧରି ଲୋକଙ୍କୁ ଭୟଭୀତ କରୁଥିଲା। ପରେ କାବୁ କରିବାକୁ ଯାଇଥିବା ପୋଲିସ ଆଇଆଇସିଙ୍କୁ ମାରିଲା ତୀର। ଘଟଣା ଘଟିଛି ସୁନ୍ଦରଗଡ ଜିଲ୍ଲା ମହୁଲପଦା ଥାନା ବଡଜଲ ଗାଁରେ। ଗତକାଲି ଜଣେ ବ୍ୟକ୍ତି ହାତରେ ଧନୁ ତୀର ଧରି ଗାଁ ସ୍କୁଲର ଛାତକୁ ଚଢିଯିବା ସହ ଲୋକଙ୍କୁ ଡରାଉଥିଲା।

ରାଉରକେଲାରେ ଲଜ୍ଜା; ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ରାଉରକେଲାରେରେ ଘଟିଛି ଲଜ୍ଜାଜନକ ଘଟଣା। ଯୌନ ପିପାସୁମାନେ ନାବାଳିକାଙ୍କୁ ଛାଡ଼ି ନାହାନ୍ତି। ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୫ଜଣ ସଂପୃକ୍ତ ଥିବାରଘୁନାଥପାଲି ଥାନାରେ ଅଭିଯୋଗ ହୋଇଛି। ନାବାଳିକାଙ୍କ ପରିବାର ଲୋକେ

ବାଲେଶ୍ୱର ବନ୍ୟା ବିପନ୍ନଙ୍କ ପାଇଁ ସହାୟତା ଘୋଷଣା

ବନ୍ୟା ବିପନ୍ନଙ୍କ ପାଇଁ ସହାୟତା ଘୋଷଣା ହୋଇଛି। ଲଗାଣ ବର୍ଷାରେ ବାଲେଶ୍ୱରରେ ବନ୍ୟା ବିଭୀଷିକା ପରେ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗତ ୧୮ତାରିଖରେ ବନ୍ୟାସ୍ଥିତିର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ। ଏହା ପରେ ଏହି ଘୋଷଣା କରାଯାଇଛି । ତେବେ ଘର ଭାଙ୍ଗିଥିଲେ

ଆନ୍ଦୋଳନ ରୁ ଓଲ୍ହେଇଲେ ସଫେଇ କର୍ମଚାରୀ

ଆନ୍ଦୋଳନ ରୁ ଓହରିଲେ କ୍ୟାପିଟାଲ ହସ୍ପିଟାଲ ସଫେଇ କର୍ମଚାରୀ l ତିନି ଦିନ ପରେ ଆନ୍ଦୋଳନ ରୁ ଓଲ୍ହେଇଛନ୍ତି ସଫେଇ କର୍ମଚାରୀ l ଏବେ ହସ୍ପିଟାଲ ରେ କାର୍ଯ୍ୟ ସ୍ୱାଭାବିକ ଭାବରେ ଚଳିବ l

କାଲି ଓଡ଼ିଶା ଆସିବେ ଜେ.ପି ନଡ୍ଡା

ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଦିନିକିଆ ଓଡ଼ିଆ ଗସ୍ତରେ ନଡ୍ଡା ଓଡ଼ିଶା ଆସୁଥିବା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତାକାଲି ଜେ.ପି ନଡ୍ଡା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ବିଜେପି