ଗୌରାଙ୍ଗପୁର ପଚାଂୟତରେ ଆମ ପୁଲିସି କାର୍ଯ୍ୟକ୍ରମ
ରଣପୁର : ରଣପୁର ବ୍ଲକ ଅନ୍ତର୍ଗତ ଗୌରାଙ୍ଗପୁର ଗ୍ରାମ ପଞ୍ଚାୟତ ପରିସର ମଧ୍ୟରେ ପୁଲିସି ତରଫରୁ ଆମ ପୁଲିସି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ରଣପୁର ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ବରିଷ୍ଠ ଆଇନଜିବି…
