ଆଜି ଆପଣଙ୍କ ରାଶି କ’ଣ କହୁଛି, ଆସନ୍ତୁ ଜାଣିବା …
ମେଷ -
ଚନ୍ଦ୍ର କୋଣଭାବରେ ରହିଥିବାରୁ ଦୃଢ଼ ମନୋବଳ ନେଇ କର୍ମକ୍ଷେତ୍ରରେ ଅଗ୍ରସର ହେବେ । ପାରିବାରିକ କ୍ଷେତ୍ରରେ ଦୀର୍ଘଦିନରୁ ଲାଗିରହିଥିବା ମନୋମାଳିନ୍ୟ ଦୂରେଇ ଯିବ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସକାଳୁ ଯେଉଁଥିପାଇଁ ଚିନ୍ତା…
