ଆପୋଲୋକୁ ୪ ସପ୍ତାହ ମହଲତ
ଭୁବନେଶ୍ବର() ଘରୋଇ ହସ୍ପିଟାଲ ଆପୋଲକୁ ହାଇକୋର୍ଟ ପକ୍ଷରୁ ସାମୟିକ ଆଶ୍ୱସ୍ତି ମିଳିଛି। ଏହାର ଲାଇସେନ୍ସ ରଦ୍ଦ ନିମନ୍ତେ ଏନ୍ଏଚ୍ଆର୍ସିଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ଏପରିକି ୪ ସପ୍ତାହ ପର୍ୟ୍ୟନ୍ତ ଏହାକୁ କାର୍ୟ୍ୟକାରୀ ନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…
