ଭରତପୁର ଘଟଣାର ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ
ଭରତପୁର ଘଟଣାର ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଯେହେତୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ହୋଇସାରିଛି ଏବଂ କ୍ରାଇମବ୍ରାଞ୍ଚ୍ ମଧ୍ୟ ଏହାର ତଦନ୍ତ କରୁଛି। ତେଣୁ ତଦନ୍ତ ଘଟଣାରେ ହସ୍ତକ୍ଷେପ କରିବାକୁ ମନା କଲେ ଓଡ଼ିଶା ହାଇକୋର୍ଟ।
ଭରତପୁର ଥାନା!-->!-->!-->…
