ବଢିଲା ସାଂସଦଙ୍କ ଦରମା ଭତ୍ତା
ବୃଦ୍ଧି ହେଲା ସାଂସଦମାନଙ୍କ ଦରମା । ଏବେ ସାଂସଦମାନେ ପ୍ରତି ମାସରେ ୧ ଲକ୍ଷ ୨୪ ହଜାର ଟଙ୍କା ଦରମା ପାଇବେ, ଯାହା ପୂର୍ବରୁ ୧ ଲକ୍ଷ ଟଙ୍କା ଥିଲା ଦରମା । ଏହା ବ୍ୟତୀତ ଦୈନିକ ଭତ୍ତା ମଧ୍ୟ ଦୁଇ ହଜାରରୁ ଅଢ଼େଇ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ପୂର୍ବତନ ସାଂସଦଙ୍କ ପେନସନ ମଧ୍ୟ ବୃଦ୍ଧି!-->…
