ଶୁଭ୍ରମଣ୍ୟ ସ୍ୱାମୀଙ୍କ ଗିରଫ ଦାବୀରେ ଏତଲା ଓ କୁଶପୁତଳିକା ଦାହ
ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ ଅନୁସୂଚୀତ
ବିଭାଗ ପକ୍ଷରୁ ବିଜେପି ସାଂସଦ ଡ. ଶୁଭ୍ରମଣ୍ୟ ସ୍ୱାମୀ ଗତ ୫.୭.୨୦୧୯ ରିଖରେ ଅଖିଳ ଭାରତ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ରାହୁଲ ଗାନ୍ଧୀଙ୍କୁ ଆପେକ୍ଷ କରି ଯେଉଁ ଟିପ୍ପଣୀ ପ୍ରଦାନ କରିଛନ୍ତି ତାହାର ପ୍ରତିବାଦ ଓ ତାଙ୍କର ଗିରଫ ଦାବୀ କରି…
