ଆଜି ଆପଣଙ୍କ ରାଶି କ’ଣ କହୁଛି, ଆସନ୍ତୁ ଜାଣିବା ..
ମେଷ -
ଆଜି ଶନି ଓ କେତୁଙ୍କ ସହ ଆପଣଙ୍କୁ ଚନ୍ଦ୍ର ପ୍ରତ୍ୟେକ କ୍ଷେତ୍ରରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ଅସ୍ଥିରତା ସୃଷ୍ଟି କରିବ । ବନ୍ଧୁଙ୍କ ସହ ସହାନୁଭୂତିମୂଳକ ଆଲୋଚନା ମାଧ୍ୟମରେ ପରିବାରରେ ଶାନ୍ତି ଫେରି ଆସିବା ଆଶା କାରଯାଇପାରେ ।ଈର୍ଷାପରାୟଣ ପୂର୍ବକ ନିଜ ଲୋକମାନେ…
