ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା
ଭୁବନେଶ୍ବର() ୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲାଗୁଡିକରେ ବର୍ଷା ହେବ। ସହ ଘଡ଼ଘଡ଼ି ମାରିବ। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ।
ଅନ୍ୟପଟେ ଲଘୁଚାପ ପ୍ରଭାବରେ ସାରା…
